The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିରକୁ ପଲିଥିନ ମୁକ୍ତ କରିବା ପାଇଁ ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର ହେବ ପଲିଥିନ ମୁକ୍ତ । ଏ ନେଇ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ । ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ। କଟନ୍ ବ୍ୟାଗ୍,କାଠ ବା ବାଉଁଶରେ ନିର୍ମିତ ଚାଙ୍ଗୁଡିରେ ଫୁଲ ଓ ଭୋଗ ନେବାକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ। ଏନେଇ ସାମାଜିକ ଗଣମାଧ୍ୟମରେ ନିବେଦନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ୍ ଦାସ। ଏପରି କରି ଶ୍ରୀମନ୍ଦିରକୁ ପାଷ୍ଟିକ ମୁକ୍ତ ସହ ସହରକୁ ସରସ ସୁନ୍ଦର କରିବାକୁ ଆହ୍ୱାନ ଦିଆଯାଇଛି । ଏଥିସହ ଲୋକଙ୍କୁ ସଚେତନ କରିବାକୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login