The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ । ସ୍ୱତନ୍ତ୍ର ନୀତିକାନ୍ତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଖସାପଡା ନୀତି ଶ୍ରୀଜିଉ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ସେଥିପାଇଁ ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ ଏହି ସ୍ୱତନ୍ତ୍ର ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ମଧ୍ୟରେ ଅନୁଷ୍ଠିତ ହେବ । ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ । ଏହା ଏକ ଗୁପ୍ତନିତି ହୋଇଥିବାରୁ ମୁଖ୍ୟତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login