The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯାଉ : ମହେଶ୍ୱର

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପ୍ରସଙ୍ଗ । ପ୍ରେସମିଟରେ ମହେଶ୍ୱର ମହାନ୍ତିଙ୍କ ଦାବି । ପୁରୀ ଓ ଆଖପାଖ ଅଞ୍ଚଳବାସୀଙ୍କ ପାଇଁ ଖୋଲାଯାଉ । ସିଂହଦ୍ୱାର ଦେଇ ଭକ୍ତ ଯିବାରେ ହେଉଛନ୍ତି ହଇରାଣ । ପ୍ରଥମେ ପୁରୀବାସୀଙ୍କ ପାଇଁ ଖୋଲାଯାଉ ଚାରିଦ୍ୱାର । ମହାପ୍ରସାଦ ପାଇଁ ପ୍ରଶାସନ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରୁ ।
ମହାପ୍ରସାଦ ପାଇଁ ପ୍ରଶାସନ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଉ। ୫ଟି ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ନେଇ ମଧ୍ୟ ସେ ପ୍ରତିକ୍ରିୟା ରଖିଛନ୍ତି।ଆଗରୁ ଲୋକେ ସମସ୍ୟାର ସମାଧାନ ପାଇଁ ପ୍ରଶାସନ ନିକଟକୁ ଯାଇଥିଲେ। ଏବେ ପ୍ରଶାସନ ଲୋକଙ୍କ ନିକଟକୁ ଯାଉଛି। ଏହା ଗଣତନ୍ତ୍ର ପାଇଁ ଶୁଭଙ୍କର। ୫ଟି ସଚିବଙ୍କ ଗସ୍ତ ଦ୍ବାରା ଲୋକଙ୍କ ଅନେକ ସମସ୍ୟା ସମାଧାନ ହୋଇପାରିଛି। ସ୍ଥାନୀୟ ଜନପ୍ରତିନିଧି ଲୋକଙ୍କ ପାଖକୁ ଯାଇ ମିଶିବା ସହ ଅନେକ ସମସ୍ୟାର ସମାଧାନ କରୁଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login