The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର

Facebook
Twitter
LinkedIn

ପୁରୀ: ଅଗଷ୍ଟ ମାସରେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ୟ୍ୟକାଳ ଶେଷ ହେଉଛି। ଏଣୁ ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର କରାଯିବା ନେଇ ଆଇନ ବିଭାଗ ପକ୍ଷରୁ କୁହାଯାଇଛି। ନୂଆ ପରିଚାଳନାରେ ସ୍ୱଚ୍ଛତା ଓ ନିରପେକ୍ଷତାକୁ ଗୁରୁତ୍ୱ ଦିଆଯିବ। ମହାପ୍ରଭୁଙ୍କ ସେବା ସହ ଅଧିକ ସଂଶ୍ଳିଷ୍ଟ ଥିବା ତଥା ଉତ୍ତମ ବ୍ୟବହାରସମ୍ପନ୍ନ ସେବାୟତଙ୍କୁ ପରିଚାଳନା କମିଟି ଚୟନରେ ଗୁରୁତ୍ୱ ଦିଆଯିବ। ଆବଶ୍ୟକ ପଡିଲେ ଲଟେରୀର ସାହାଯ୍ୟ ନେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି ଗଠନରେ ଶ୍ରୀମନ୍ଦିର ପ୍ରଶାସନ ପାତରଅନ୍ତର ନୀତି ଆପଣାଉଛି ବୋଲି ଅଭିଯୋଗ ହୋଇ ଆସୁଥିଲା। ନୂଆ ପରିଚାଳନା କମିଟି ଗଠନ ପାଇଁ ୮ ସୂତ୍ରୀ ପ୍ରସ୍ତାବ ଦେଇଛି ଆଇନ ବିଭାଗ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login