The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିର ପ୍ରଶାସକଙ୍କ ଦାୟିତ୍ୱ ଗ୍ରହଣ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର ସ୍ଥାୟୀ ପ୍ରଶାସକଙ୍କ ଦାୟିତ୍ୱ ଗ୍ରହଣ । ଦାୟିତ୍ୱ ଗ୍ରହଣ କଲେ ରଞ୍ଜନ କୁମାର ଦାସ । ରାଜ୍ୟ ସରକାରଙ୍କ ନିଦେ୍ର୍ଦଶ ପରେ ଯୋଗ ଦେଲେ ।
ଆଗକୁ ରଥଯାତ୍ରା ଥିବା ବେଳେ ତା ପୂର୍ବରୁ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଯୋଗଦେଇଛନ୍ତି । ସମସ୍ତଙ୍କ ସହ ସମନ୍ୱୟ ରକ୍ଷାକରି ସେ କାର୍ୟ୍ୟ କରିବେ ବୋଲି ମତ ରଖିଛନ୍ତି। ମୁଖ୍ୟ ପ୍ରଶାସକ ଭାବେ ତାଙ୍କର ଏହି ଯୋଗଦାନ ବେଶ ଗୁରୁତ୍ୱପୂର୍ଣ୍ଣ । ମହାପ୍ରଭୁଙ୍କ ଆଶୀର୍ବାଦ ରହିଥିବାରୁ ସେ ଏହି ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟ ପାଇଥିବା କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login