ପୁରୀ : ଶ୍ରୀମନ୍ଦିର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ । ନିୟୋଜିତ ହେଲେ ସ୍ୱତନ୍ତ୍ର ସୁରକ୍ଷାବାହିନୀ କମାଣ୍ଡାଣ୍ଟ । ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନି ଜଣ ଆସାଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ ଯୋଗଦେବାକୁ ବା ଦାୟିତ୍ୱ ନେବାକୁ ପୋଲିସ ହେଡକ୍ୱର୍ଟରର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି କ୍ଷ ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ତାପସ ରଞ୍ଜନ ଦାସଙ୍କୁ ନିୟୋଜିତ କରାଯାଇଛି। ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ନାଁରେ ସ୍ୱତନ୍ତ୍ର ଟିମ୍ ଶ୍ରୀମନ୍ଦିର ସୁରକ୍ଷା ଓ ଶୃଙ୍ଖଳା ଦାୟିତ୍ୱରେ ରହିବ। ବାଟାଲିୟନରେ ଅଭିଜ୍ଞତା ଥିବା ପୋଲିସଙ୍କୁ ୩ ବର୍ଷ ପାଇଁ ଡେପୁଟେସନରେ ଅଣାଯିବ। ରାଜ୍ୟ ସଶସ୍ତ୍ର କ୍ୟାଡରର ଜଣେ କମାଣ୍ଡାଣ୍ଟ, ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ, ତିନି ଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ସମେତ, ୮ ଇନ୍ସପେକ୍ଟର, ୩୧ ସବ୍ ଇନ୍ସପେକ୍ଟର, ୨୪ ଜଣ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ନିଯୁକ୍ତ ହେବେ।
ଶ୍ରୀମନ୍ଦିର ସୁରକ୍ଷା ପାଇଁ ପଦକ୍ଷେପ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...