ପୁରୀ : ଶ୍ରୀମନ୍ଦିର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ । ନିୟୋଜିତ ହେଲେ ସ୍ୱତନ୍ତ୍ର ସୁରକ୍ଷାବାହିନୀ କମାଣ୍ଡାଣ୍ଟ । ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନି ଜଣ ଆସାଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ ଯୋଗଦେବାକୁ ବା ଦାୟିତ୍ୱ ନେବାକୁ ପୋଲିସ ହେଡକ୍ୱର୍ଟରର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି କ୍ଷ ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ତାପସ ରଞ୍ଜନ ଦାସଙ୍କୁ ନିୟୋଜିତ କରାଯାଇଛି। ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ନାଁରେ ସ୍ୱତନ୍ତ୍ର ଟିମ୍ ଶ୍ରୀମନ୍ଦିର ସୁରକ୍ଷା ଓ ଶୃଙ୍ଖଳା ଦାୟିତ୍ୱରେ ରହିବ। ବାଟାଲିୟନରେ ଅଭିଜ୍ଞତା ଥିବା ପୋଲିସଙ୍କୁ ୩ ବର୍ଷ ପାଇଁ ଡେପୁଟେସନରେ ଅଣାଯିବ। ରାଜ୍ୟ ସଶସ୍ତ୍ର କ୍ୟାଡରର ଜଣେ କମାଣ୍ଡାଣ୍ଟ, ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ, ତିନି ଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ସମେତ, ୮ ଇନ୍ସପେକ୍ଟର, ୩୧ ସବ୍ ଇନ୍ସପେକ୍ଟର, ୨୪ ଜଣ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ନିଯୁକ୍ତ ହେବେ।
ଶ୍ରୀମନ୍ଦିର ସୁରକ୍ଷା ପାଇଁ ପଦକ୍ଷେପ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











