The Ultimate Managed Hosting Platform
ADVERTISEMENT

ଶ୍ରୀମୟୀଙ୍କ ‘ଧୃତରାଷ୍ଟ୍ର’ ନିଶାନା

Facebook
Twitter
LinkedIn

ଭୁବନେଶ୍ୱର : ସୋସିଆଲ ମିଡିଆରେ ଧୃତରାଷ୍ଟ୍ରଙ୍କ ଉଦାହରଣ ଦେଇ ଶ୍ରୀମୟୀଙ୍କ ନିଶାନା । କାହା ନାଁ ନ ନେଇ ପରୋକ୍ଷରେ କଡା ଆକ୍ଷେପ କଲେ ଶ୍ରୀମୟୀ । ଦ୍ରୈାପଦୀଙ୍କୁ ଅପମାନ ହେଉଥିବା ସଭାରେ ରାଜା ଧୃତରାଷ୍ଟ୍ର ଅଧ୍ୟକ୍ଷତା କରିଥିଲେ । ଅନ୍ୟାୟ ବିଷୟ ଜାଣି ମଧ୍ୟ ସେ ଏହି ଅପମାନ ରୋକିବାକୁ ଚେଷ୍ଟା କରି ନ ଥିଲେ । ଧୃତରାଷ୍ଟ୍ରଙ୍କର ବିଶେଷତଃ ଦୁର୍ଯେ୍ୟାଧନ ପ୍ରତି ଅନ୍ଧ ପ୍ରୀତି ନୀରବ ରଖିଥିଲା । କିଛି ଲୋକ ଧୃତରାଷ୍ଟ୍ର ପରି ଅନ୍ଧ, ଅନ୍ୟାୟ ରୋକିବାକୁ ପ୍ରୟାସ କରନ୍ତି ନାହିଁ । ଇତିହାସ ଏପରି ଅଯୋଗ୍ୟ ରାଜାଙ୍କୁ କେବେ କ୍ଷମା ଦେବେ ନାହିଁ । କାରଣ ସେମାନଙ୍କର ନୀରବତା ଦୁଃଖଦ ପରିମାଣ ଆଣିଥାଏ । ଶ୍ରୀମୟୀ କାହାକୁ ରାଜନୀତିରେ ଧୃତରାଷ୍ଟ୍ର ଆଖ୍ୟା ଦେଇଛନ୍ତି ତାକୁ ନେଇ ଚର୍ଚ୍ଚା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login