The Ultimate Managed Hosting Platform
ADVERTISEMENT

ଶ୍ରୀ ଜିଉଙ୍କ ବଡ ମହାସ୍ନାନ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ । ଭିତର କାଠ ନିକଟରେ ରକ୍ତ ଛିଟା ପଡିଥିବାରୁ ଶ୍ରୀଜିଉଙ୍କ ବଡ ମହାସ୍ନାନ କରାଯାଇଛି । ମଙ୍ଗଳାଳତି ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। ଭିତରକାଠ ନିକଟ ଧୁକୁଡି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଏଥିପାଇଁ ମଙ୍ଗଳାଳତି ପୂର୍ବରୁ ନୀତିକାନ୍ତି ବନ୍ଦକରାଯାଇଥିଲା । ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହେବା ପରେ ନୀତି ଆଗକୁ ବଢିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login