The Ultimate Managed Hosting Platform
ADVERTISEMENT

ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ରାୟଗଡା : କୂଅ ସଫା କଲା ବେଳେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଶ୍ରମିକଙ୍କ ଜୀବନ । ଚନ୍ଦ୍ରପୁର ଥାନା ବନ୍ଦିରି ଗାଁରେ ଅଭାବନୀୟ ଘଟଣା । କୂଅ ସଫା କରୁଥିବା ସମୟରେ ଶ୍ୱାସରୁଦ୍ଧ ହେଲେ ୨ ଶ୍ରମିକ । ଚନ୍ଦ୍ରପୁର ବ୍ଲକ୍ ବନ୍ଦିରୀ ଗ୍ରାମରେ ଅଘଟଣ। କୂଅ ସଫା କରିବାକୁ ଯାଇ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ଚନ୍ଦ୍ରପୁର ବନ୍ଦିରୀ ଗ୍ରାମର କାଲିମା ସାହିରେ ଥିବା ଏକ କୂଅ ସଫା କରିବାକୁ ଯାଇ ଶ୍ୱାସରୁଦ୍ଧ ହୋଇ କୂଅରୁ ଵାହାରି ପାରିନଥିଲେ ଓ ଦୁହିଁଙ୍କ ମୃତ୍ୟୁ ଘଟିଥିଲା। ମୃତକମାନେ ହେଲେ ବନ୍ଦିରୀ ଗ୍ରାମର ଚିତ୍ତରଞ୍ଜନ ଟାଙ୍ଗରଙ୍ଗା ଓ ଟେଟେ ଟାଙ୍ଗରଙ୍ଗା। ଦୁଇ ଜଣଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ମୃତକମାନେ ହେଲେ ବନ୍ଦିରୀ ଗ୍ରାମର ଚିତ୍ତରଞ୍ଜନ ଟାଙ୍ଗରଙ୍ଗା ଓ ଟେଟେ ଟାଙ୍ଗରଙ୍ଗା। ଦୁଇ ଜଣଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login