The Ultimate Managed Hosting Platform
ADVERTISEMENT

ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

କୁଚିଣ୍ଡା : ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଚାଲିଗଲା ଜୀବନ । ଆଉ ଜଣେ ଗୁରୁତର ଥିବା ସୂଚନା ରହିଛି । ନିର୍ମାଣଧୀନ ପାଇଖାନା ଟାଙ୍କିର ସେ ଣ୍ଟ୍ରିଂ ଖୋଳୁଥିବା ବେଳେ ଅଘଟଣ । ଯମନକିରା ଥାନା ପୁକୁଡା ଗାଁରେ କାମ କରୁଥିଲେ ୪ ଶ୍ରମିକ । ଗୁରୁତର ଶ୍ରମିକଙ୍କୁ ସମ୍ବଲପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି । ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି । ଆଜି ପୂର୍ବାହ୍ନରେ ଏଭଳି ଘଟଣା ଘଟିଛି । ମୃତକ ମାନେ ହେଲେ ଶ୍ରୀକାନ୍ତ ମୁଣ୍ଡା, ଭରତ ରଣା ଓ ବସନ୍ତ ଦେହୁରୀ । ଗୁରୁତର ସିଦ୍ଧାର୍ଥ ମୁଣ୍ଡାଙ୍କୁ ସମ୍ବଲପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login