ନୋଏଡା : ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି, ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନ୍ କରିଥିବା ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସେ ବୁଧବାର ରାତିରେ ନୋଏଡାସ୍ଥିତ ତାଙ୍କ ଘରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାପଡିଛି । ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ ।ରାମ ସୂତାର ତାଙ୍କ କାର୍ୟ୍ୟ ପାଇଁ ଅନେକ ପୁରସ୍କାର ପାଇଛନ୍ତି, ଯେପରିକି ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମ ବିଭୂଷଣ। ୨୦୧୯ ମସିହାରେ ତାଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନରେ ସମ୍ମାନିତ କରାଯାଇଥିଲା।
Views: 49











