ଭୁବନେଶ୍ୱର : ଓଡିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନେ୍ଦାଳନ ଜାରି । ତୃତୀୟ ଦିନରେ ପହଁଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ପେଟ୍ରୋଲଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଏକପ୍ରକାର ଠପ । ଘରୋଇ ବସ ଚଳାଚଳ କରୁ ନ ଥିବାରୁ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାଜ୍ୟରେ ଡ୍ରାଇଭର ମହାସଂଘ ତିନି ଦିନ ହେଲା ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛନ୍ତି । ଆଜି ତୃତୀୟ ଦିନ ପାଇଁ ଆନ୍ଦୋଳନ ଚାଲିଛି । ଲୋକେ ନାହିଁ ନଥିବା ହଇରାଣ ହେଉଛନ୍ତି । ବିଭିନ୍ନ ସ୍ଥାନରେ ଦୂର ଦୂରାନ୍ତକୁ ଯିବାକୁ ଥିବା ଯାତ୍ରୀ ଅଟକି ରହିଛନ୍ତି । ଜରୁରୀ କାମ ଥିଲେ ବି ଯାଇ ପାରୁ ନାହାନ୍ତି । ଏଣେ ଦାବି ପୂରଣ ନେଇ ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ମିଳିବା ପରେ ଡ୍ରାଇଭର ଆନ୍ଦୋଳନରୁ ହଟିବ ବୋଲି କହିଛି ମହାସଂଘ । ଜନସାଧାରଣଙ୍କୁ ହଇରାଣ କରିବା ଆମ ଉଦ୍ଦେଶ୍ୟ ନୁହେଁ ବୋଲି କହିଛନ୍ତି ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି । ୭ ଦଫା ଦାବି ପୂରଣ ନେଇ ଡ୍ରାଇଭର ମହାସଂଘ ସହ ମଙ୍ଗଳବାର ୪ ଘଣ୍ଟା ଧରି ଆଲୋଚନା କରିଥିଲେ ପରିବହନ ମନ୍ତ୍ରୀ ।
ଷ୍ଟିଅରିଂ ଛାଡ ଆନ୍ଦୋଳନ ଜାରି,ପରିବହନ ଠପ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







