The Ultimate Managed Hosting Platform
ADVERTISEMENT

ସଂଗ୍ରାମୀଙ୍କୁ ୨୦ ହଜାର ପେନସନ, ଏହା ସହ ସମସ୍ତ ମେଡିକାଲ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

Facebook
Twitter
LinkedIn

ଭୁବନେଶ୍ୱର : ସଂଗ୍ରାମୀଙ୍କୁ ୨୦ ହଜାର ପେନସନ । ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ହଜାର ଟଙ୍କାର ପେନସନ । ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୫ ଜାନୁଆରୀ ୧ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login