The Ultimate Managed Hosting Platform
ADVERTISEMENT

ସଂଘବଦ୍ଧ ଆକ୍ରମଣରେ ପୁଅ ମୃତ, ବାପା ଗୁରୁତର

Facebook
Twitter
LinkedIn

ବଡ଼ବିଲ : ବାପା ଓ ପୁଅକୁ ସଂଘବଦ୍ଧ ଆକ୍ରମଣ । ଏପରି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଯୋଡ଼ାରେ । ଏହି ଆକ୍ରମଣରେ ପୁଅଙ୍କର ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ହୋଇଛନ୍ତି । ବାପାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ କେନ୍ଦୁଝର ଜିଲ୍ଲା ଯୋଡ଼ାରେ ଏପରି ଅଭାବନୀୟ ଘଟଣା ଘଟିଛି । ତେବେ ପୂର୍ବ ଗଣ୍ଡଗୋଳକୁ କେନ୍ଦ୍ର କରି ଜଣଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତକ ଯୋଡ଼ା ବାଚୁ ହଟିଂର ନେପାଳ ତନ୍ତୀ ବୋଲି ଜଣାପଡିଛି । ନେପାଳ ନାଁରେ ଅନେକ ଅପରାଧୀକ ମାମଲା ରହିଥିବା ସୂଚନା ମିଳିଛି । ଯୋଡା ପୋଲିସ ଘଟଣାସଂପର୍କରେ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login