The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସଂସଦର ବଜେଟ୍ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ …

Facebook
Twitter
LinkedIn

ନୂଆଦିଲ୍ଲୀ: ଆଜି ଠାରୁ ସଂସଦର ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନରେ ମୋଟ ୧୭ଟି କାର୍ଯ୍ୟ ଦିବସ ରହିଛି । ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ ହେବାକୁ ଯାଉଥିବାରୁ ଅଧିବେଶନ କାଳରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅନୁଦାନ ସମ୍ପର୍କିତ ଆଲୋଚନା ହେବ।

ସଂସଦର ବଜେଟ୍ ଅଧିବେଶନ ଗତ ଜାନୁଆରୀ ୩୧ରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଂସଦର ଉଭୟ ଗୃହର ମିଳିତ ବୈଠକକୁ ସମ୍ବୋଧିତ କରିବା ପରେ ଆରମ୍ଭ ହୋଇଥିଲା। ସଂସଦ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିଥିଲା। ଏହି ଅବଧିରେ ସମୁଦାୟ ୧୦ଟି କାର୍ଯ୍ୟ ଦିବସ ରହିଥିଲା। ପ୍ରଥମେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଏବଂ କେନ୍ଦ୍ର ବଜେଟ୍ ୨୦୨୩-୨୪ ଉପରେ ଆଲୋଚନା କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

କଟକ : ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ...

Login