The Ultimate Managed Hosting Platform
ADVERTISEMENT

ସକାଳୁ ଭୁବନେଶ୍ୱର ୩୨ ଡିଗ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ଅସହ୍ୟ ତାତି । ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୨ ଡିଗ୍ରୀ । ସେପଟେ ଗତକାଲି ରାଜ୍ୟର ୨୯ଟି ସହରରେ ତାପମାତ୍ରା ପାର କରିଛି ୪୦ ଡିଗ୍ରୀ । ଏଥିରୁ ୧୦ ସହରରେ ପାରା ରହିଥିଲା ୪୩ ଡିଗ୍ରୀ ସେଲସିୟସ୍ ଉପରେ । ବାରିପଦା ଓ ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ ହୋଇଥିଲା । ବଲାଙ୍ଗିର ଓ ବୌଦ୍ଧରେ ୪୩.୭, ନୂଆପଡ଼ାରେ ୪୩.୬, ଟିଟିଲାଗଡ଼ ଓ ସୋନପୁରରେ ୪୩.୨, ଅନୁଗୁଳରେ ୪୩.୧, ସମ୍ବଲପୁର ଓ ସୁନ୍ଦରଗଡ଼ରେ ୪୩ ଡିଗ୍ରୀ ତାପମାତ୍ରା ରହିଛି । ଆହୁରି ଦୁଇ ଦିନ ରହିବ ଅସମ୍ଭାଳ ତାତି । ଆଜି ପାଇଁ ୭ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର ଓ ବୌଦ୍ଧକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login