The Ultimate Managed Hosting Platform
ADVERTISEMENT

ସକାଳ ୯ଟା ସୁଦ୍ଧା ୯.୨୫% ଭୋଟିଂ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଓଡ଼ିଶାରେ ୯.୨୫% ମତଦାନ ହୋଇଛି । କୋରାପୁଟରେ ସର୍ବାଧିକ ୧୩.୧୪% ମତଦାନ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬.୮୧% ଭୋଟଗ୍ରହଣ ହୋଇଛି । ସେହିଭଳି ଗଜପତିରେ ୧୦.୨୦%, କଳାହାଣ୍ଡିରେ ୬.୮୧%, ମାଲକାନିଗିରିରେ ୯.୧୫%, ନବରଙ୍ଗପୁରରେ ୮.୮୭%, ନୂଆପଡାରେ ୯.୯୮%, ରାୟଗଡାରେ ୭.୫୨% ମତଦାନ ହୋଇଛି । ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବାକୁ ଥିବା ବେଳେ ମତଦାନ ହାର ଆହୁରି ବୃଦ୍ଧି ପାଇବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login