The Ultimate Managed Hosting Platform
ADVERTISEMENT

ସକ୍ରିୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ କିଛି ଘଣ୍ଟାରେ ଘନିଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ତେବେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login