The Ultimate Managed Hosting Platform
ADVERTISEMENT

ସତର୍କ ସଂକେତ ଉପରେ ବୈତରଣୀ

Facebook
Twitter
LinkedIn

ଭଦ୍ରକ : ସତର୍କ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟାଜଳ । ଆଖୁଆପଦା ଆନିକଟ ନିକଟରେ ୧୮.୧୨ ମିଟରରେ ପ୍ରବାହିତ ବନ୍ୟାଜଳ । ସତର୍କ ସଙ୍କେତ ୧୭.୮୩ ମିଟର ଥିବା ବେଳେ ବିପଦ ସଙ୍କେତ ୧୮.୩୩ ରହିଛି । ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି । ଚାଷୀଙ୍କ ପରିବା ଫସଲ ମଧ୍ୟ ନଷ୍ଟ ହୋଇଛି । ପାଣି ଘେରରେ ଲୋକମାନେ ଜୀବନ ବିତାଉଛନ୍ତି । ଗତକାଲି ମୁଖ୍ୟମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । ଏବେ ବି ଲୋକମାନେ ଜଳବନ୍ଦୀ ବିତାଉଛନ୍ତି ।ତେବେ ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା। ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login