June 16, 2024 4:49 pm

The Ultimate Managed Hosting Platform
ADVERTISEMENT
The Ultimate Managed Hosting Platform

ସତ୍ୟବାଦୀରେ ହିଂସାକାଣ୍ଡ, ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ

Facebook
Twitter
LinkedIn

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀରେ ରାଜନୈତିକ ହିଂସା । ସତ୍ୟବାଦୀ ବ୍ଲକ ପାରକେଣା ଗାଁ ନୂଆଶାସନ ସାହିର ଯୁଧିଷ୍ଠିର ମୁଦୁଲିଙ୍କୁ ସେହି ଗାଁର ଜଣେ ଯୁବକ ଧାରୁଆ ଅସ୍ତ୍ରରେ ହାଣିଛନ୍ତି। ରାଜନୈତିକି ବଚସାକୁ କେନ୍ଦ୍ର କରି ପାରକେଣା ବଡ଼ ପୋଖରୀ ନିକଟରେ ଯୁବକ ଜଣକ କଟୁରିରେ ଯୁଧିଷ୍ଠିରଙ୍କ ମୁଣ୍ଡ ଓ ହାତକୁ ନିର୍ମମ ଭାବରେ ହାଣିଥିଲେ! ବଳଙ୍ଗା ଥାନାରେ ଏନେଇ ଅଭିଯୋଗ ହୋଇଛି। ଅଭିଯୋଗ ପରେ ବଳଙ୍ଗା ଥାନା ପକ୍ଷରୁ ତଦନ୍ତ ଜାରି ରହିଛି। ଘଟଣା ସ୍ଥଳରେ ବଳଙ୍ଗା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ADVERTISEMENT
ଗିରଫର ଘଣ୍ଟାଏ ପରେ ଟ୍ରମ୍ପଙ୍କୁ ମିଳିଲା ଜାମିନ୍

ହସ ମନି ମାମଲାରେ ଟ୍ରମ୍ପ ହେଲେ ଦୋଷୀ ସାବ୍ୟସ୍ତ , ହୋଇପାରେ ୪ ବର୍ଷ ଜେଲ

ୱାଶିଂଟନ: ହସ୍ ମନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ୩୪ଟି ଆରୋପର ତଦନ୍ତ ପରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।...

Login