The Ultimate Managed Hosting Platform
ADVERTISEMENT

ସବୁ ବିଶ୍ୱବିଦ୍ୟାଳୟରେ ୱାଇଫାଇ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟର ସବୁ ବିଶ୍ୱ ବିଦ୍ୟାଳୟ କ୍ୟାମ୍ପସରେ ଲାଗିବ ୱାଇଫାଇ । ସବୁ କୁଳସଚିବଙ୍କୁ ଚିଠି ଲେଖି ଜଣାଇଲେ ଉଚ୍ଚ ଶିକ୍ଷା ବିଭାଗ । ଛାତ୍ରଛାତ୍ରୀଙ୍କ ଅଧ୍ୟୟନ ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମାଗଣା ୱାଇଫାଇ । ଅଧିକାଂଶ ପାଠ୍ୟକ୍ରମ ଅନଲାଇନରେ ଥିବାରୁ ମାଗଣା ୱାଇଫାଇ ମିଳିବ । କେତେ ଖର୍ଚ୍ଚ ହେବ ଏଷ୍ଟିମେସନ ଦେବାକୁ କୁଳସଚିବଙ୍କ ନିଦେ୍ର୍ଦଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login