The Ultimate Managed Hosting Platform
ADVERTISEMENT

ସବୁ ରାଜ୍ୟକୁ ଚିଠି, ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରତ୍ୟେକ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଚିଠି । ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ,ଆବଶ୍ୟକସ୍ଥଳେ ତୁରନ୍ତ ଲୋକଙ୍କୁ ସ୍ଥାନାନ୍ତର ପାଇଁ ପ୍ରସ୍ତୁତ ରୁହ । ଯୁଦ୍ଧ ସ୍ଥିତିକୁ ନଜଜରେ ରଖି ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସିଭିଲ୍ ଡିଫେନ୍ସ ଅନୁସାରେ ଜରୁରୀ କ୍ଷମତା ପ୍ରୟୋଗ ପାଇଁ ନିର୍ଦ୍ଦେଶ । ଅନ୍ୟପଟେ ଭାରତ-ପାକ ଯୁଦ୍ଧ ଭିତରେ ଓଡ଼ିଶାରେ ମଧ୍ୟ ହାଇଆଲର୍ଟ । ଭୁବନେଶ୍ବର ବିମାନବନ୍ଦରରେ କଡ଼ା ସୁରକ୍ଷା,ଏହା ସହ ଚାନ୍ଦିପୁରରେ ମଧ୍ୟ ହାଇଆର୍ଲଟ ।ପୁରୀ ଏବଂ ହୀରାକୁଦରେ ସୁରକ୍ଷା ବ୍ୟବସ୍ଥା କଡ଼ା କଡ଼ି । ରାଜ୍ୟର ବିଭିନ୍ନ ଗୁରୁତ୍ବପୂ୍ର୍ଣ ସ୍ଥାନଗୁଡିକୁ ଏବେ ସୁରକ୍ଷା ବଳୟରେ ରଖାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login