The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସବୁ ରେଜିଷ୍ଟ୍ରାର ଅଫିସରେ ସୋମାଲିକା

Facebook
Twitter
LinkedIn

କଟକ : କଟକ ସବ୍ ରେଜିଷ୍ଟ୍ରାର ଅଫିସରେ ସୋମାଲିକା । ବିଧାୟକ ବିଜୟ ଶଙ୍କର ଦାସଙ୍କ ବାନ୍ଧବୀ ସୋମାଲିକା । ବିଜୟଙ୍କ ବୟସ ସମ୍ପର୍କିତ ତଥ୍ୟକୁ ନେଇ ଅଭିଯୋଗ କଲେ । ଭିନ୍ନ ଭିନ୍ନ ଆବେଦନରେ ଭିନ୍ନ ବୟସ ଉଲ୍ଲେଖ ଥିବା ଦର୍ଶାଇଲେ । ପ୍ରଥମ ପୃଷ୍ଠାରେ ୩୦, ଦ୍ୱିତୀୟ ପୃଷ୍ଠାରେ ୩୧ ଦର୍ଶାଯାଇଛି । ବିଧାୟକ ହୋଇ ବି ବିଜୟ ଶଙ୍କର ଠିକ ତଥ୍ୟ ଦେଇ ନାହାନ୍ତି । ମାମଲା କୋର୍ଟରେ ବିଚାରଧୀନ ଥିବା ମଧ୍ୟ ଜଣାଇଲେ । ସୂଚନା ଯୋଗ୍ୟ ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଗତ ସେପ୍ଟେମ୍ବର ୨୧ତାରିଖରେ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବା ପାଇଁ କଟକସ୍ଥିତ ସବରେଜିଷ୍ଟ୍ରାର କାର୍ୟ୍ୟାଳୟରେ ଆବେଦନ କରିଥିଲେ । ଯାହା ଗଣମାଧ୍ୟମରେ ଚର୍ଚ୍ଚାକୁ ଆସିବା ପରେ ସୋମାଲିକା ଏହାକୁ ଜୋରଦାର ବିରୋଧ କରିଥିଲେ । ତାଙ୍କୁ ନ୍ୟାୟ ନମିଳିବା ପର୍ୟ୍ୟନ୍ତ ବିଜୟଶଙ୍କରଙ୍କ ବିବାହକୁ ସେ ବିରୋଧ କରିବେ ବୋଲି ସୂଚନା ଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login