The Ultimate Managed Hosting Platform
ADVERTISEMENT

ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର : ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର । କୌଣସି ବି ହିତାଧିକାରୀ ଏଥିରୁ ବଞ୍ଚିତ ହେବେ ନାହିଁ । ଆବାସ ପ୍ଲସ ମୋବାଇଲ୍ ଆପ୍ ଜରିଆରେ ସର୍ଭେ କରାଯିବ । ପିପିଲିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ ଆରମ୍ଭ କରି ଏପରି କହିଲେ ମନ୍ତ୍ରୀ ରବିନାରାୟଣ ନାୟକ। ପ୍ରଥମ ଥର ପାଇଁ ଆଶାୟୀ ପରିବାର ନିଜେ ନିଜର ସର୍ଭେ କରିବେ ବୋଲି ମନ୍ତ୍ରୀ କହିଛନ୍ତି ।ପୁରୀ ଜିଲ୍ଲା ଅର୍ଜୁନସିଂପୁର ଗ୍ରାମରୁ ଆରମ୍ଭ ହୋଇଯାଇଛି ପ୍ରଧାମନ୍ତ୍ରୀ ଆବାସ ପାଇଁ ସର୍ଭେ । ମନ୍ତ୍ରୀ ରବି ନାୟକ ଓ ସାଂସଦ ସମ୍ବିତ ପାତ୍ର ଗାଁ ଗାଁ ବୁଲି ଲୋକଙ୍କୁ ଭେଟିଛନ୍ତି । ଲୋକଙ୍କ ଦୁଃଖ ବୁଝିଛନ୍ତି । ଗରୀବ ଲୋକଙ୍କ ଘରକୁ ଯାଇ ସର୍ଭେ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login