The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସମୁଦ୍ରରେ ବୁଡିଗଲେ ୨ ଛାତ୍ରୀ

Facebook
Twitter
LinkedIn

ଖଲ୍ଲିକୋଟ: ସମୁଦ୍ରରେ ବୁଡି ଜଣେ ଛାତ୍ରୀ ମୃତ । ଅନ୍ୟ ଜଣେ ନିଖୋଜ । ଛତ୍ରପୁର ଥାନା ଆର୍ଯ୍ୟପଲ୍ଲି ଗାଁନିକଟ ସମୁଦ୍ରରେ ବୁଡି ଗଲେ । ୫ ଜଣ ସାଙ୍ଗ ହୋଇ ଗାଧୋଇବା ବେଳେ ଭାସି ଯାଇଥିଲେ । ୩ ଜଚ୍ଚଙ୍କୁ ଉଦ୍ଧାର କରିଥିଲେ ଲୋକେ । ୨ ଜଣ ବୁଡିଯାଇଥିଲେ । ୨ ନିଖୋଜ ଛାତ୍ରୀଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର ।
ମୃତକ ହେଲେ କନିଷିର ସ୍ୱପ୍ନା ରାଣୀ ପଣ୍ଡିତ । ନିଖୋଜ ଛାତ୍ରୀ ହେଲେ ଶେରଗଡର ଗୁଡିଲି ମିଶ୍ର । ଯାତ୍ରା ଦେଖିବା ପାଇଁ ମାମୁ ଘରକୁ ଯାଇଥିଲେ । ଆଜି ସକାଳେ ୫ଜଣ ସାଙ୍ଗ ମିଶି ସମୁଦ୍ରକୁ ଗାଧୋଇବାକୁ ଯାଇଥିଲେ । ୫ଜଣ ସାଙ୍ଗ ଗାଧୋଉଥିବାବେଳେ ଭାସିଯାଇଥିଲେ । ୩ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା। ପରେ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏବେବି ଅନ୍ୟ ଜଣେ ନିଖୋଜ ଅଛନ୍ତି । ଗ୍ରାମବାସୀ ଓ ଓଡ୍ରାଫ୍ ପକ୍ଷରୁ ଉଦ୍ଧାର କାର୍ୟ୍ୟ ଜାରି ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login