The Ultimate Managed Hosting Platform
ADVERTISEMENT

ସମ୍ବଲପୁରରୁ ହଟିଲା କର୍ଫ୍ୟୁ

Facebook
Twitter
LinkedIn

ସମ୍ବଲପୁର : ସମ୍ବଲପୁରର ଥାନା ଅଞ୍ଚଳରୁ ହଟିଲା କର୍ଫ୍ୟୁ । ୪ଟି ଥାନା ଅଞ୍ଚଳରୁ କର୍ଫ୍ୟୁକୁ ହଟାଇ ଦିଆଯାଇଛି । ଅଇଁଠାପାଲି, କ୍ଷେତରାଜପୁର, ବରେଇପାଲି ଓ ସଦର ଥାନା ଅଞ୍ଚଳରୁ କର୍ଫ୍ୟୁ ହଟିଛି । କର୍ଫ୍ୟୁ ହଟିବା ନେଇ ଏସପି ସୂଚନା ଦେଇଛନ୍ତି । ହିଂସା ପରେ ପ୍ରଶାସନ କର୍ଫ୍ୟୁ ଲାଗୁ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login