The Ultimate Managed Hosting Platform
ADVERTISEMENT

ସମ୍ବଲପୁରରେ ବସିଲା ଶାନ୍ତି କମିଟି ବୈଠକ

Facebook
Twitter
LinkedIn

ସମ୍ବଲପୁର : ସ୍ୱାଭାବିକ ହେବାରେ ଲାଗିଛି ସମ୍ବଲପୁର ସହର । ଗତ ୧୨ ଓ ୧୪ ତାରିଖରେ ହୋଇଥିବା ଅଘଟଣ ଯୋଗୁଁ ଏବେ ସାରା ସହର ଏକ ପ୍ରକାର ଅଶାନ୍ତ ହୋଇପଡ଼ିଥିଲା । ପ୍ରଶାସନର ଅକ୍ଲାନ୍ତ ଉଦ୍ୟମ ସତ୍ତ୍ୱେ ଶାନ୍ତି ଧିରେ ଧିରେ ଫେରିଛି। ସମ୍ପୂର୍ଣ ଶାନ୍ତି ଫେରାଇ ଆଣିବା ଦିଗରେ ଜିଲ୍ଲା ପ୍ରଶାସନ ଏକାଧିକ ଶାନ୍ତି କମିଟି ବୈଠକ କରୁଛନ୍ତି ।ଆଜି ମଧ୍ୟ ଆରଡିସିଙ୍କ କାର୍ୟ୍ୟାଳୟ ଠାରେ ଆଉ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଅନେକ ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ ଓ ବିଭିନ୍ନ କମ୍ୟୁନିଟିର ମୁରବି ମାନେ ଯୋଗ ଦେଇଛନ୍ତି । ଆଜି ସମ୍ବଲପୁର ସହରରେ ଦିନ ୧୦ଟାରୁ ଲିଜ ଲାଇନ ଓ ବ୍ରଡ୍ ବ୍ୟାଣ୍ଡ ସେବାକୁ ଟ୍ରାଏଲ ମୋଡ଼ରେ ଆରମ୍ଭ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login