ସମ୍ବଲପୁର : ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ମହାନଗର ନିଗମ କାର୍ଯ୍ୟାଳୟରେ ଜନ ଅଭିଯୋଗ ଶୁଣାଣି । ଉପସ୍ଥିତ ଅଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସ୍ୱାସ୍ଥ୍ୟ, ଯୋଗାଣ, ରାଜସ୍ୱ ଓ ପଞ୍ଚାୟତିରାଜ ମନ୍ତ୍ରୀ ଉପସ୍ଥିତ । ସକାଳ ୮ଟାରୁ ଗୋଟିଏ ୩୦ ମିନିଟ ପର୍ୟ୍ୟନ୍ତ ଅଭିଯୋଗ ଶୁଣାଣି ଚାଲିବ । ମହାନଗର ନିଗମ କାର୍ୟ୍ୟାଳୟରେ ଚାଲିଛି ଅଭିଯୋଗ ଶୁଣାଣି । ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହଜାରେ ଲୋକ ପଞ୍ଜିକରଣ କରିଛନ୍ତି । ସକାଳ ୮ଟାରୁ ଗୋଟିଏ ୩୦ ମିନିଟ ପର୍ୟ୍ୟନ୍ତ ଅଭିଯୋଗ ଶୁଣାଣି ଚାଲିବ । ଅଭିଯୋଗ ନେଇ ଆସିଛନ୍ତି ୧୦ ଜିଲ୍ଲାର ଲୋକ । ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀମାନେ ଜନ ଅଭିଯୋଗ ଶୁଣାଣି ଶିବିରରେ ଉପସ୍ଥିତ ଅଛନ୍ତି । ୧୦ ମନ୍ତ୍ରୀଙ୍କ ସହ ୧୩ ଜଣ ବିଭାଗୀୟ ସଚିବ ଉପସ୍ଥିତ ଅଛନ୍ତି। ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ସୁରେଶ ପୂଜାରୀ, ମୁକେଶ ମହାଲିଙ୍ଗ, ରବି ନାଏକ ଭଳି ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି । ଉପସ୍ଥିତ ଅଛନ୍ତି ୧୩ ବରିଷ୍ଠ ଜଣ ଆଇଏଏସ୍ । ଗତକାଲି ସମ୍ବଲପୁର ପହଞ୍ଚି ମା ସମଲେଇଙ୍କ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ସହ ସମଲେଇ ପ୍ରକଳ୍ପ ଅଞ୍ଚଳ ବୁଲିଛନ୍ତି । ତାଙ୍କ ସାଙ୍ଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, ପଂଚାୟତିରାଜମନ୍ତ୍ରୀ ରବି ନାରାୟଣ ନାଏକ, ଜଙ୍ଗଲ ମନ୍ତ୍ରୀ ଗଣେଷରାମ ଖୁଣ୍ଟିଆ, ବିଧାୟକ ଜୟନାରାୟଣ ମିଶ୍ର ପ୍ରମୁଖ ଥିଲେ ।
ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











