The Ultimate Managed Hosting Platform
ADVERTISEMENT

ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର

Facebook
Twitter
LinkedIn

ଭୁବନେଶ୍ୱର : କିଛି ଦିନରେ ବିରତି ପରେ ପୁଣି ରାଜ୍ୟରେ ବଢିଛି ତାତି । ରାଜ୍ୟରେ ଜାରିରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ସମ୍ବଲପୁରରେ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି । ସେହିଭଳି ଝାରସୁଗୁଡାରେ ୪୦.୬, ହୀରାକୁଦରେ ୩୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ ହୋଇଛି । କେନ୍ଦୁଝରରେ ତାପମାତ୍ରା ୩୬ ଡିଗ୍ରୀ, ବାଲେଶ୍ୱରରେ ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login