The Ultimate Managed Hosting Platform
ADVERTISEMENT

ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର

Facebook
Twitter
LinkedIn

ଭୁବନେଶ୍ୱର : କିଛି ଦିନରେ ବିରତି ପରେ ପୁଣି ରାଜ୍ୟରେ ବଢିଛି ତାତି । ରାଜ୍ୟରେ ଜାରିରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ସମ୍ବଲପୁରରେ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି । ସେହିଭଳି ଝାରସୁଗୁଡାରେ ୪୦.୬, ହୀରାକୁଦରେ ୩୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ ହୋଇଛି । କେନ୍ଦୁଝରରେ ତାପମାତ୍ରା ୩୬ ଡିଗ୍ରୀ, ବାଲେଶ୍ୱରରେ ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login