ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର : କିଛି ଦିନରେ ବିରତି ପରେ ପୁଣି ରାଜ୍ୟରେ ବଢିଛି ତାତି । ରାଜ୍ୟରେ ଜାରିରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ସମ୍ବଲପୁରରେ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି । ସେହିଭଳି ଝାରସୁଗୁଡାରେ ୪୦.୬, ହୀରାକୁଦରେ ୩୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ ହୋଇଛି । କେନ୍ଦୁଝରରେ ତାପମାତ୍ରା ୩୬ ଡିଗ୍ରୀ, ବାଲେଶ୍ୱରରେ … Continue reading ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର