ସମ୍ବଲପୁର ସୀମା ସିଲ୍

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ସମସ୍ତ ସୀମାକୁ ସିଲ୍ କରାଯାଇଛି। ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁର ସହରରେ ଘଟିଥିବା ବ୍ୟାପକ ହିଂସାକାଣ୍ଡକୁ ନିୟନ୍ତ୍ରଣ କରିବା ପାଇଁ ଆଉ ଏକ ବଡ଼ ପଦକ୍ଷେପ ନେଇଛି ପ୍ରଶାସନ। ସୀମା ସିଲ ନେଇ ଏସପି ବି ଗଙ୍ଗାଧର ସୂଚନା ଦେଇଛନ୍ତି। ଏଣେ ସ୍ଥିତିକୁ ଦେଖି ଅଧିକସଂଖ୍ୟକ ପୁଲିସ ଫୋର୍ସ ମୁତୟନ କରାଯାଇଛି। କର୍ଫ୍ୟୁ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି। ଅନ୍ୟପଟେ ଆଉ ୪୮ ଘଣ୍ଟା … Continue reading ସମ୍ବଲପୁର ସୀମା ସିଲ୍