The Ultimate Managed Hosting Platform
ADVERTISEMENT

ସମ୍ବଲପୁର ହିଂସା : ପୁଣି ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ

Facebook
Twitter
LinkedIn

ସମ୍ବଲପୁର : ଆଜି ପୁଣି ଥରେ ସମ୍ବଲପୁର ଜିଲ୍ଲାରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ ରହିବ। ଆଜି ଦିନ ୧୦ଟାରେ ଇଣ୍ଟରନେଟ୍ ସେବା ଉପରେ ଲାଗିଥିବା କଟକଣା ସରୁଥିଲା । ସୋସିଆଲ୍ ମିଡିଆର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ହେଲେ ଏହି ଅବଧିକୁ ଆଉ ୨୪ ଘଣ୍ଟା ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତାକାଲି ୧୦ଟା ପର୍ୟ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ଦୀର୍ଘ ୫ ଦିନ ଧରି ଇଣ୍ଟରନେଟ୍ ସେବାରୁ ସମ୍ବଲପୁରବାସୀ ବଞ୍ଚିତ ଥିବାରୁ ଆଜି କଟକଣା ହଟିବ ବୋଲି ଆଶା କରାଯାଉଥିଲା । ଇଣ୍ଟରନେଟ୍ ସେବା ବନ୍ଦ ଥିବାରୁ ସମ୍ବଲପୁରବାସୀ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login