ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ଭୟଭୀତ ନ ହେବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ । ଓଡିଶା ପ୍ରତି ସେପରି କିଛି ବିପଦ ନଥିବା କହିଲେ । ଓଡିଶାରେ ଥିବା କେନ୍ଦ୍ରୀୟ ସଂସ୍ଥା ଗୁଡିକରେ ସୁରକ୍ଷା ବଢାଯାଇଛି । ଚାନ୍ଦିପୁର, ଶ୍ରୀମନ୍ଦିର ଓ ଚିଲିକା ଆଇଏନଏସରେ ସୁରକ୍ଷା ବଢାଯାଇଛି । ବଙ୍ଗୋପସାଗର ପଟୁ ଆକ୍ରମଣ ଆଶଙ୍କା ରହିଛି , ଆମେ ସଜାଗ ଅଛୁ । ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅପରାହ୍ନରେ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟ ଶାସନ ସଚିବ , ପୋଲିସ ଡିଜିଙ୍କ ସହ ବହୁ ଅଧିକାରୀ ଉପସ୍ଥିତ ରହିବେ । ଓଡିଶାର ପ୍ରସ୍ତୁତ ନେଇ ହୋଇପାରେ ଆଲୋଚନା ।
କିଭଳି ଭାବେ ସବୁ ଅଞ୍ଚଳକୁ ସିଲ କରାଯିବ ଓ ଯାଞ୍ଚ କଡାକଡି କରାଯିବ,ଯେଉଁମାନେ ବାହାରେ ଅଛନ୍ତି ତାଙ୍କୁ ଓଡିଶା ଆଣିବା ପାଇଁ ବନ୍ଦୋବସ୍ତ କରାଯାଉଛି। ନୂଆଦିଲ୍ଲୀରେ ଆବାସିକ କମିଶନରଙ୍କ କାର୍ୟ୍ୟାଳୟରେ ୨୪ ଘଣ୍ଟିଆ ହେଲ୍ପ ଡେ଼କ୍ସ ଖୋଲା ଯାଇଛି । ଜମ୍ମୁରେ ପଢ଼ୁଥିବା ଓଡ଼ିଆ ଛାତ୍ର ଛାତ୍ରୀଙ୍କୁ ଦିଲ୍ଲୀ ଅଣାଯାଉଛି । ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିବା ସହ ଆମେ ଲଗାତାର ଭାବେ ସମୀକ୍ଷା କରୁଛୁ । ଲମ୍ବା ଯୁଦ୍ଧ ହେବ ଭାରତ ବିଜୟୀ ହେବ । ଭୟଭୀତ ହେବାର କୌଣସି ପ୍ରଶ୍ନ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଯୁଦ୍ଧ ସ୍ଥିତିକୁ ଦେଖି ରାଜ୍ୟ ସରକାର ପ୍ରସ୍ତୁତି ବଢ଼େଇଛନ୍ତି । ରାଜସ୍ବ ଓ ବିପର୍ୟ୍ୟାୟ ପରିଚାଳନା ମନ୍ତ୍ରୀ ଭାବେ ମୁଖ୍ୟ ଶାସନ ସଚିବ, ଡିଜିଙ୍କ ସହ କରିଛନ୍ତି ଆଲୋଚନା । ରାଜ୍ୟରେ ଯେଉଁଠିଁ ଯେଉଁଠି କେନ୍ଦ୍ର ସରକାରଙ୍କ ସଂସ୍ଥା ଅଛି, ଚାନ୍ଦିପୁର, ହୀରାକୁଦ, ଗୋଳା ବାରୂଦ କାରଖାନା ଭଳି ସ୍ଥାନରେ ସୁରକ୍ଷା ବଢ଼ାଯାଇଛି । ରାଜ୍ୟରେ ଥିବା ପର୍ୟ୍ୟଟନ ସ୍ଥଳୀ ଗୁଡିକରେ ଯାଞ୍ଚ ଏବଂ ସୁରକ୍ଷା କଡାକଡି କରାଯାଇଛି । ଏଇଟା ଟ୍ରେଲର, ଫିଲ୍ମ ବାକି ଅଛି । ଆତଙ୍କବାଦରେ ଏଇଟା ଶେଷ ଲଢେଇ । ଅପରେସନ ସିନ୍ଦୂର ଭଳି ଆହୁରି ଅନେକ ଆଗକୁ ଦେଖିବାକ ବାକି ରହିଛି ବୋଲି କହିଛନ୍ତି ରାଜସ୍ବ ଓ ବିପର୍ୟ୍ୟାୟ ପରିଚାଳନା ମନ୍ତ୍ରୀ ।
ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟବାସୀଙ୍କୁ ଭୟଭୀତ ନ ହେବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Parhaat Sweepstakes Casinon bonukset ilman talletusta oikean rahan palkintoihin elokuussa 2026
Kun olet valinnut talletusvapaan kasinobonuksen ja lunastanut sen (varmista), Pottila alue että täytät kierrätysvaatimukset annetun aikarajan sisällä. Etsitpä sitten uutta...
The official website for Indian players is RajBet Online Casino.
No additional promo code is mandatory for base participation; the bonus relates to the initial deposit and fulfills standard wagering...
Top 10 USA Online Casinos for Real Money support and incident response before launch Gambling in 2026
This blackjack game offers the best odds of any in the US. If the dealer busted with a 22, remaining...
Top Online Casinos for Real Money in 2026
New players in the online gambling world are advised to use cryptocurrency when engaging with top mobile casinos. By depositing...







