The Ultimate Managed Hosting Platform
ADVERTISEMENT

ସମ୍ରାଟ, ବିଜୟ ହେବେ ଉପମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ନୂଆଦିଲ୍ଲୀ : ବିଜେପିର ୨ ଜଣ ହେବେ ଉପମୁଖ୍ୟମନ୍ତ୍ରୀ । ଗତଥର ଜେଡିୟୁ ଓ ବିଜେପି ମେଣ୍ଟ ସରକାରରେ ବିଜେପି ତରଫରୁ ଜଣଙ୍କୁ ଉପ ମୁଖ୍ୟମନ୍ତ୍ରୀ ପଦ ମିଳିଥିଲା । ହେଲେ ଚଳିତ ସେଶନରେ ବିଜେପିରୁ ୨ ଜଣ ଉପ ମୁଖ୍ୟମନ୍ତ୍ରୀ ହେବେ । ନୀତିଶ କୁମାର ଉପରେ ପ୍ରଭାବ ପକାଇବା ପାଇଁ ବିଜେପି ଏଭଳି ନିଷ୍ପତ୍ତି ନେଇଥାଇପାରେ ବୋଲି ଅନୁମାନ କରାଯାଉଛି । ବିଜେପି ତରଫରୁ ପ୍ରଦେଶ ଅଧ୍ୟକ୍ଷ ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନାଙ୍କୁ ଉପ ମୁଖ୍ୟମନ୍ତ୍ରୀ କରାଯିବ । ହେଲେ ଏହା ଉପରେ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସୁଶିଲ ମୋଦୀ କେତେ ସନ୍ତୋଷ୍ଟ ତାହା ସ୍ପଷ୍ଟ ହୋଇନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login