The Ultimate Managed Hosting Platform
ADVERTISEMENT

ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସରକାରଙ୍କୁ ବିଜେଡିର ସମାଲୋଚନା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସରକାରଙ୍କୁ ବିଜେଡିର ସମାଲୋଚନା। ତୀବ୍ର ସମାଲୋଚନା କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟ। କହିଛନ୍ତି, ସ୍ଥିତି ଆଉ ସରକାରଙ୍କ ନିୟନ୍ତ୍ରଣରେ ନାହିଁ। ସରକାର ଏଥିରେ ବିଫଳ ହୋଇଛନ୍ତି। ରାଜଧାନୀ ସମେତ ସାରା ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡିପଡିଛି।ବିଧାନସଭା ଭିତରେ ଆଉ ବାହାରେ ଶକ୍ତି ଦେଖାଉଛନ୍ତି ପୋଲିସ। ଭୁବନେଶ୍ୱର ଭରତପୁର ଓ ଗଂଜାମ କବିସୂର୍ୟ୍ୟନଗର ଘଟଣା ଏହା ପ୍ରମାଣିତ କରୁଛି। ପ୍ରତି କଥାରେ ରାଜନୈତିକ ହସ୍ତକ୍ଷେପ ରହୁଛି। ସରକାରୀ ଦଳର ସାଧାରଣ କର୍ମୀ ପୋଲିସ କାମରେ ହସ୍ତକ୍ଷେପ କରୁଛନ୍ତି। ପୋଲିସ ସ୍ୱାଧୀନ ଭାବେ କାମ ନ କଲେ ଅପରାଧ ବଢିଚାଲିବ। ସରକାରୀ ଦଳ ନିଜଆଡୁ ଦେଖିବା କଥା ଯେ ପୋଲିସ ଉପରେ ଚାପ ନ ପକାନ୍ତୁ। ପୋଲିସ ବି ଅପରାଧରେ ସମ୍ପୃକ୍ତ ରହୁଥିବା ରିପୋର୍ଟ ଆସୁଛି। ଯାହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡୁଛି। ତେଣୁ ଲୋକ ଅପରାଧ କରୁଛନ୍ତି। ବିଜେପି ବହୁ କଷ୍ଟରେ ଶାସନକୁ ଆସିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login