The Ultimate Managed Hosting Platform
ADVERTISEMENT

ସରକାରୀ କ୍ୱାଟର୍ସରୁ ମିଳିଲା ଫାର୍ମାସିଷ୍ଟଙ୍କ ମୃତଦେହ

Facebook
Twitter
LinkedIn

ମୋହନା : ସରକାରୀ କ୍ୱାଟର୍ସରୁ ମିଳିଲା ଫାର୍ମାସିଷ୍ଟଙ୍କ ମୃତଦେହ । ଗଜପତି ଜିଲ୍ଲା ଖଜୁରୀପଦା ସଅତିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଷ୍ଟାଫ କ୍ୱାଟର୍ସରୁ ୧୦୮ ଆମ୍ବୁଲାନ୍ସ ଫାର୍ମାସିଷ୍ଟଙ୍କ ମୃତଦେହ ଉଦ୍ଧାର କରାଯାଇଛି . ମୃତକ ହେଲେ ଗଣେଶ ବେହେରା । ସୂଚନା ଅନୁସାରେ ଗତକାଲି ଗଣେଶ ରାତି ପ୍ରାୟ ୯ଟା ସମୟରେ ଡ୍ୟୁଟି ସାରି ରହୁଥିବା ସରକାରୀ ବାସଭବନକୁ ଆସିଥିଲେ । ଆଜି ସକାଳେ ସହକର୍ମୀ ମାନେ ଗଣେଶ ରହୁଥିବା କ୍ୱାର୍ଟର୍ସର କବାଟ ବାଡେଇଥିଲେ । ଭିତର ପଟୁ କବାଟ ନ ଖୋଲିବାରୁ କବାଟକୁ ଭାଙ୍ଗି ଦେଖିବା ବେଳେ ଗଣେଶଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ । ଖବର ପାଇ ଖଜୁରୀପଦା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି। ପ୍ରେମ ବ୍ୟାପାରକୁ ନେଇ ଏହି ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login