The Ultimate Managed Hosting Platform
ADVERTISEMENT

ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି

Facebook
Twitter
LinkedIn

ଭୁବନେଶ୍ୱର : ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି । ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡପ କରିପାରିବେନି । ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରି । ଖୁବଶୀଘ୍ର କର୍ପସ ଫଣ୍ଡ ଗଠନ କରିବେ ରାଜ୍ୟ ସରକାର । ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ କମିଟି ଗଠନ । କମିଟିରେ ଏସସି-ଏସଟି ବିଭାଗ ସଚିବ , ବିଶେଷଜ୍ଞ ରହିବେ । ଏସସି-ଏସଟି ବିଭାଗ ଗୃହ କମିଟି, ବିଧାୟକଙ୍କ ପରାମର୍ଶ ନିଆଯିବ । ସମସ୍ତଙ୍କ ପରାମର୍ଶ ନେଇ କମିଟି ରିପୋର୍ଟ ଦେବା ପରେ ନିଷ୍ପତ୍ତି ହେବ । ଝିଅ ବାହାଘର, ଚିକିତ୍ସା, ପିଲାଙ୍କ ଉଚ୍ଚ ଶିକ୍ଷା ପାଇଁ ଜମି ବିକ୍ରି ଚାହୁଂଥିଲେ , ସରକାର ଏହି ଜମିକୁ କିଣିବେ ବୋଲି କହିଛନ୍ତି ସୁରେଶ ପୂଜାରୀ । ୨ରୁ୩ ବର୍ଷ ସରକାର ସୁରକ୍ଷିତ ରଖିବେ , ଜମି ମାଲିକ ଚାହିଁଲେ ନେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login