The Ultimate Managed Hosting Platform
ADVERTISEMENT

ସରକାର ଭୟଭୀତ-ନରସିଂହ

Facebook
Twitter
LinkedIn

ଭୁବନେଶ୍ୱର :ଆରମ୍ବରୁ ଗୃହରେ ପ୍ରବଳ ହଟ୍ଟଗୋଳ । ଯାହା ଫଳରେ ବାଚସ୍ପତି ପ୍ରମିଳା ମଲ୍ଲିକ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କରିଛନ୍ତି । ତେବେ ଗୃହ ନ ଚାଲିବା ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ କହିଲେ ନରସିଂହ ମିଶ୍ର । ବିରୋଧୀ ବିରୋଧ କରିବେ, ସରକାର ଗୃହ ଚଳାଇବା କଥା । ଗୃହ ବନ୍ଦ ହେବାରୁ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉଠି ପାରିଲାନି । ସରକାର ଭୟଭୀତ , ବିରୋଧୀଙ୍କ ପ୍ରଶ୍ନ ଉତ୍ତର ଦେଉ ନାହାନ୍ତି । ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ହେବା କଥା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login