The Ultimate Managed Hosting Platform
ADVERTISEMENT

ସରିଲା ଅନୁଭବ ଜାଗୃତିଙ୍କ ନିର୍ବନ୍ଧ , ଫଟୋ ହେଉଛି ଭାଇରାଲ

Facebook
Twitter
LinkedIn

ଭୁବନେଶ୍ୱର : ସରିଲା ଅନୁଭବ ଜାଗୃତିଙ୍କ ନିର୍ବନ୍ଧ । ଗତକାଲି ରାଜ୍ୟ ବାହାରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ସୋସିଆଲ ମିଡିଆରେ ଏହାର ଫଟୋ ଭାଇରାଲ ହୋଇଛି । ଆସନ୍ତା ୧୧ ତାରିଖରେ ବାହାଘର ହେବ ବୋଲି ଚର୍ଚ୍ଚା ହେଉଛି । ଏନେଇ ଉଭୟଙ୍କ ପକ୍ଷରୁ କୌଣସି ଆନୁଷ୍ଠାନିକ ଘୋଷଣା ହୋଇନାହିଁ । ବର୍ଷାଙ୍କ ସହ ବିବାହ ବିଚ୍ଛେଦ ପରେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଅନୁଭବ। ପୂର୍ବରୁ ଜାଗୃତିଙ୍କୁ ନେଇ ଚର୍ଚ୍ଚା ଲାଗିରହିଥିଲା । ୨୦୧୪ ଫେବ୍ରୁଆରୀରେ ଅନୁଭବ ଓ ବର୍ଷାଙ୍କ ବାହାଘର ହୋଇଥିଲା । ପରେ ୨୦୨୩ ଡିସେମ୍ବର ୨୧ ତାରିଖରେ ବିବାହ ବିଚ୍ଛେଦ ହୋଇଥିଲା । ଏହାପୂର୍ବରୁ ଜାଗୃତିଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ହେଉଥିଲା । ବାରମ୍ବାର ଓଡ଼ିଶା ଆସୁଥିଲେ ଜାଗୃତି ଶୁକ୍ଳା । ନିକଟରେ ଅନୁଭବଙ୍କ ଉପରେ ଲେଖିଥିବା ଜୀବନୀ ମଧ୍ୟ ରିଲିଜ୍ ହୋଇଥିଲା । .

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login