The Ultimate Managed Hosting Platform
ADVERTISEMENT

ସରିଲା ଖରାଛୁଟି ; ଆଜିଠୁ ଖୋଲିଲା ସ୍କୁଲ, ଟ୍ୱିନ ସିଟି ସମେତ ୨ ଜିଲ୍ଲାରେ ଛୁଟି

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ଖୋଲିଛି ସ୍କୁଲ । ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ । ଝାଡାବାନ୍ତି ବ୍ୟାପୁଥିବାରୁ ସତର୍କତା ଅବଲମ୍ବନ । କ୍ୟାମ୍ପସରେ ସ୍ୱଚ୍ଛତା ବଜାୟ ରଖିବାକୁ ନିଦେ୍ର୍ଦଶ । ଝାଡାବାନ୍ତି ଯୋଗୁଁ ଯାଜପୁର , ଭଦ୍ରକ ଜିଲ୍ଲାରେ ସ୍କୁଲ ଛୁଟି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଆଜି ଟ୍ୱିନ ସିଟିରେ ସ୍କୁଲ ବନ୍ଦ । ଗଣଶିକ୍ଷା ବିଭାଗ ଅଧୀନ ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ହଷ୍ଟେଲ ଆଜିଠାରୁ ଖୋଲିବାକୁ ଯାଉଛି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ବର ଓ କଟକ ସହରରେ ଥିବା ସରକାରୀ, ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ଗୁଡ଼ିକ ଗୋଟିଏ ଦିନ ପାଇଁ ଛୁଟି ଘୋଷଣା ହୋଇଛି । ୨୧ ତାରିଖ ଏହି ଦୁଇ ସହରର ବିଦ୍ୟାଳୟ ଖୋଲିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login