The Ultimate Managed Hosting Platform
ADVERTISEMENT

ସରିଲା ବଜେଟ ଅଧିବେଶନ , ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭା ମୁଲତବୀ

Facebook
Twitter
LinkedIn

ଭୁବନେଶ୍ୱର : ସରିଲା ବିଧାନସଭା ବଜେଟ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭା ମୁଲତବୀ । ତିନୋଟି କାର୍ଯ୍ୟ ଦିବସ ପୂର୍ବରୁ ଅଧିବେଶନ ଶେଷ । ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି । ପାରିତ ହୋଇଛି ଦୁଇ ଦୁଇଟି ବିଲ୍ । ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ -୨୦୨୪ ଓ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ-୨୦୨୫ ବିଲ ପାରିତ ହୋଇଛି । ଗତକାଲି ସାରା ରାତି ଚାଲିଥିଲା ଗୃହକାର୍ୟ୍ୟ ।ଚଳିତ ଅଧିବେଶନରେ ମୋଟ ୨୫ଟି କାର୍ୟ୍ୟ ଦିବସ ଅନୁଷ୍ଠିତ ହୋଇଛି ।ଚଳିତ ଅଧିବେଶନରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ । ୨ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ ହୋଇଥିଲା। ଗତ ୨୯ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହୋଇଥିଲା। ନାରୀ ନିର୍ୟାତନା ପ୍ରସଙ୍ଗରେ ଜୋରଦାର ପ୍ରତିବାଦ କରିଥିଲା କଂଗ୍ରେସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login