The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସଲମାନଙ୍କ ଜନ୍ମ ଦିନରେ ଆସିବ ସିକନ୍ଦର ଟିଜର

Facebook
Twitter
LinkedIn

ବଲିଉଡର ଦବଙ୍ଗ ଖାନ୍ ସଲମାନଙ୍କ ଆଗାମୀ ଫିଲ୍ମ ‘ସିକନ୍ଦର’କୁ ତାଙ୍କ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି। ଆସନ୍ତା ୨୭ ତାରିଖରେ ସଲମାନ୍ ତାଙ୍କର ୫୯ ତମ ଜନ୍ମଦିନ ପାଳନ କରିବେ। ଏହି ଅବସରରେ ତାଙ୍କ ପ୍ରଶଂସକମାନଙ୍କ ଉଦ୍ଦେଶ୍ୟରେ ଫିଲ୍ମର ପ୍ରଯୋଜକ ସାଜିଦ୍ ନାଡିୟାଦୱାଲା ଏହି ଦିନ ‘ସିକନ୍ଦର’ର ଟିଜର୍ ଓ ଫାଷ୍ଟଲୁକ୍ ଜାରି କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏ.ଆର୍ ମୁରୁଗାଦୋସ ଏହାର ନିର୍ଦ୍ଦେଶନା ଦାୟିତ୍ବରେ ଅଛନ୍ତି। ସଲମାନ୍ ଲଗାତାର ଛଅମାସ ହେଲାଣି ଏହାର ସୁଟିଂରେ ବ୍ୟସ୍ତ ଅଛନ୍ତି। ଜାନୁଆରୀରେ ଏହାର ସୁଟିଂ ଶେଷ ହେବ। ଏଥିରେ ସଲମାନ୍ଙ୍କ ବିପକ୍ଷରେ ସାଉଥ୍ର ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଦେଖାଯିବେ। ଏହା ଆସନ୍ତା ବର୍ଷ ଇଦ୍ ଅବସରରେ ରିଲିଜ୍ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login