The Ultimate Managed Hosting Platform
ADVERTISEMENT

ସସ୍ମିତ ପ୍ରତି ଆକ୍ସନ ହେଉ-ପ୍ରତାପ ଜେନା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ ଚିଠି କଲେ ପ୍ରତାପ ଜେନା । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ପ୍ରତାପ । ସସ୍ମିତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଚିଠିରେ କଲେ । ୱାକଫ ବିଲ ସପକ୍ଷରେ ସସ୍ମିତଙ୍କ ଭୋଟ ନେଇ ଚିଠି ଲେଖିଲେ ପ୍ରତାପ । ସୋସିଆଲ ମିଡିଆରେ ସସ୍ମିତଙ୍କ ଦଳବିରୋଧୀ ଆଭିମୁଖ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏହି ମନ୍ତବ୍ୟ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ପୀଡାଦାୟକ । ଷଡଯନ୍ତ୍ର ପଛରେ କିଏ, ଅନୁଧ୍ୟାନ କରିବାର ଆବଶ୍ୟକ ରହିଛି । ମୁସଲମାନ ଭାଇମାନଙ୍କ ପାଇଁ ଆମର ଯଥେଷ୍ଟ ସମ୍ମାନ ରହିଛି । ଆମେ ସବୁବେଳେ ତାଙ୍କ ସ୍ୱାର୍ଥ ପାଇଁ ଲଢିଆସିଛୁ । ୱାକଫ୍ ବିଲ୍ ଆସିବା ପୂର୍ବରୁ ବିଜେଡିର ଆଭିମୁଖ୍ୟ ସ୍ପଷ୍ଟ ଥିଲା । ଆମେ ଏହି ବିଲ୍ ବିରୋଧରେ ଯାଇ ଆମେ ପଦକ୍ଷେପ ନେବୁ । କିନ୍ତୁ ହଠାତ୍ ସସ୍ମିତ ପାତ୍ରଙ୍କ ଟ୍ୱିଟ୍ ସନ୍ଦେହ ସୃଷ୍ଟି କରିଛି । ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଏହାର ଅନୁଧ୍ୟାନ କରିବାକୁ ଅନୁରୋଧ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login