The Ultimate Managed Hosting Platform
ADVERTISEMENT

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

Facebook
Twitter
LinkedIn

ବାରିପଦା : ବାରିପଦା ପିଏଚ ଡିଭିଜନ -୧ର ସହକାରା ଯନ୍ତ୍ରୀଙ୍କ ଘରେ ରେଡ୍ । ସହକାରୀ ଯନ୍ତ୍ରୀ ବାଣେଶ୍ୱର ନାଏକଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ । ବଡ ସାହି ପୈତୃକ ଘର , ଅଫିସ , ମାଣିତ୍ରୀ ସମ୍ପର୍କୀୟଙ୍କ ଘରେ ରେଡ । ଏଥିସହିତ ସହକାରୀ ଯନ୍ତ୍ରୀଙ୍କ ବାରିପଦା ସରକାରୀ କାର୍ୟ୍ୟାଳୟରେ ବି ଚଢ଼ାଉ ଜାରି ରହିଛି। ଚଢ଼ାଉରେ ସାମିଲ ଅଛନ୍ତି ଦୁଇଜଣ ଅତିରିକ୍ତ ଏସପି, ୩ ଡ଼ିଏସପି, ୭ ଇନିସ୍ପେକ୍ଟର, ଜଣେ ଏସଆଇ, ୭ ଏଏସଆଇ ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login