The Ultimate Managed Hosting Platform
ADVERTISEMENT

ସାଇବର ଅପରାଧ ପ୍ରତି ସଜାଗ ଅଛୁ-ଡିଜିପି

Facebook
Twitter
LinkedIn

ଭୁବନେଶ୍ୱର : ୮୮ତମ ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଡିଜିପିଙ୍କ ପ୍ରତିକ୍ରିୟା । କିଛି ବର୍ଷ ତଳେ ମାଓବାଦୀ ସମସ୍ୟା ଉଗ୍ର ଥିଲା , ଏବେ ନିୟନ୍ତ୍ରଣରେ । ବର୍ତ୍ତମାନ ନୂଆ ଚ୍ୟାଲେଞ୍ଜ ସାମ୍ନାକୁ ଆସିଛି , ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ ବୋଲି କହିଛନ୍ତି ଡିଜିପି । ସାଇବର ଅପରାଧ ଓ ଅର୍ଥନୈତିକ ଅପରାଧ ପ୍ରତି ସଜାଗ ରହିଛୁ । ଆମପାଖରେ ଥିବା ଜ୍ଞାନ କୈାଶଳକୁ ଆଧୁନୀକରଣ କରିଛୁ । ନୂଆ ଜ୍ଞାନକୈାଶଳ ବାବଦରେ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦିଆଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login