ଜଗତସିଂହପୁର : ସାଇବର ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଜିଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ୟ୍ୟାଳୟ ସଭାଗୃହ ଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏହି ସାମ୍ବାଦିକ ସମିଳନୀରେ ଜିଲା ଆରକ୍ଷୀ ଅଧିକ୍ଷକ ରାହୁଲ ପି ଆର ଓ ଜିଲାପାଳ ପାରୁଲ ପଟୱାରୀ ଯୋଗ ଦେଇ ସାଇବର ଅପରାଧକୁ ରୋକିବା ପାଇଁ ଲୋକମାନଙ୍କୁ ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦ ତାରିଖ ଦିନ ସଚେତନତା ରଥର ଶୁଭାରମ୍ଭ କରିବେ।ପ୍ରତ୍ୟେକ ଜିଲ୍ଲା ସହରାଞ୍ଚଳ ସହିତ ଗ୍ରାମାଞ୍ଚଳର ବିଭିନ୍ନ ଗ୍ରାମ ବୁଲି ଲୋକମାନଙ୍କୁ ସାଇବର କ୍ରାଇମ ରୁ ରକ୍ଷା ପାଇବା ପାଇଁ ସଚେତନ କରିବ।ଏହି ସଚେତନତା କାର୍ଯ୍ୟକ୍ରମରେ ଅଙ୍ଗନବାଡି ,ଆଶା, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ,ବିଦ୍ୟାଳ ଓ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ସହିତ ବିଭିନ ବିଭାଗର ଅଧିକାରୀ ମାନେ ସଚେତନତା କାର୍ଯ୍ୟକରିବେ।ଏହି ସଚେତନତା କାର୍ଯ୍ୟକ୍ରମ ରେ ସମସ୍ତେ ସହଯୋଗ କରିବା ପାଇଁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।
ସାଇବର ସୁରକ୍ଷା ଅଭିଯାନ ପାଇଁ ସାମ୍ବାଦିକ ସମ୍ମିଳନୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











