The Ultimate Managed Hosting Platform
ADVERTISEMENT

ସାଢେ ଆଠରୁ ଫୁଟିଲାଣି

Facebook
Twitter
LinkedIn

ଭୁବନେଶ୍ୱର : ସକାଳ ସାଢେ ୮ରୁ ତାତିରେ ଫୁଟିଲାଣି ସାରା ରାଜ୍ୟ । ୩୫.୬ ଡିଗ୍ରୀ ସେଲସିୟସରେ ଟଳମକ ହେଲାଣି ଭୁବନେଶ୍ୱର । ସକାଳ ସାଢେ ୮ ସୁଦ୍ଧା ୩୬.୬ ଡିଗ୍ରୀ ସବ ଝାରସୁଗୁଡା ସର୍ବାଧିକ ଉତ୍ତପ୍ତ । ସମ୍ବଲପୁର ୩୬.୨, ହୂରାକୁଦ ୩୫.୮ , ପୁରୀ ଓ ଚାନ୍ଦବାଲି ୩୪ ଡିଗ୍ରୀ ସେଲସିୟସ ରେକର୍ଡ ।
ଆହୁରି ୩ ଦିନ ଜଳାଇବ, ସିଝାଇବ ଓ କଲବଲ କରିବ । ୨୦ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ସିଭିୟର ହିଟ୍େଓ୍ଵଭ୍ ନେଇ ଆଜି ପାଇଁ ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାର ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରକୁ ଅତି ଭୀଷଣ ଗ୍ରୀଷ୍ମପ୍ରବାହ ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୧୨ ଜିଲ୍ଲାକୁ ଦିଆଯାଇଛି ୟେଲୋ ଓ୍ଵାର୍ଣ୍ଣିଂ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login