The Ultimate Managed Hosting Platform
ADVERTISEMENT

ସାଢେ ୩ଟାରେ ସେନାର ବଡ ପ୍ରେସମିଟ

Facebook
Twitter
LinkedIn

ନୂଆଦିଲ୍ଲୀ : ସାଢେ ୩ଟାରେ ସେନାର ବଡ ପ୍ରେସମିଟ । ଅପରେସନ ସିନ୍ଦୂରର ସଫଳତା ନେଇ ପ୍ରେସମିଟରେ ଦେବେ ସୂଚନା । ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଚେତାବନୀ ଦେଇଛନ୍ତି ଯେ, ଭାରତ ପାକିସ୍ତାନ ବିରୋଧରେ କେବଳ “ବିରାମ” ଦେଇଛି । ସୀମା ପାରରୁ ଅନ୍ୟ କୌଣସି ଆତଙ୍କବାଦୀ ଆକ୍ରମଣ ହେଲେ ଭାରତ କଡ଼ା ଜବାବ ଦେବ ।
ପହଲଗାମ ଆତଙ୍କୀ ହମଲାରେ ସମ୍ପୃକ୍ତ ଆତଙ୍କୀଙ୍କ ପୋଷ୍ଟର ଜାରି ହୋଇଛି । ପାକିସ୍ତାନୀ ଆତଙ୍କୀଙ୍କ ପୋଷ୍ଟର ଜାରି କଲା ସୁରକ୍ଷା ଏଜେନ୍ସୀ । ଜମ୍ମୁ କଶ୍ମୀର ସୋପିଆନ ଜିଲ୍ଳାର ବିଭିନ୍ନ ସ୍ଥାନରେ ପୋଷ୍ଟର ଦେଖିବାକୁ ମିଳିଛି । ସୂଚନା ଦେଇଥିବା ଲୋକଙ୍କ ନାଁ ଗୁପ୍ତ ରଖାଯିବ ବୋଲି କୁହାଯାଇଛି । ଖାଲି ସୋପିଆନରେ ନୁହେଁ ପୁଲୱାମା ଜିଲ୍ଲାର ବିଭିନ୍ନ ସ୍ଥାନରେ ବି ପୋଷ୍ଟର ଲାଗିଛି । ତେବେ ଏହି ୩ ଆତଙ୍କୀଙ୍କ ସୂଚନା ଦେଲେ ମିଳିବ ୨୦ ଲକ୍ଷ ଟଙ୍କା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login